ମାଲକାନଗିରିରେ ମାଓବାଦୀଙ୍କ ଲଙ୍କାକାଣ୍ଡ
ମାଲକାନଗିରି,୧୮।୫(ଡି.ଏନ୍.ଏ): ମାଲକାନଗିରିରେ ମାଓବାଦୀଙ୍କ ବର୍ବରତା ଦେଖିବାକୁ ମିଳିଛି। ଶୁକ୍ରବାର ବିଳମ୍ବିତ ରାତିରେ ମାଥିଲି ଥାନା ଅନ୍ତର୍ଗତ ଟେମୁରପାଲି ପଞ୍ଚାୟତ କାର୍ଯ୍ୟାଳୟରେ ପ୍ରାୟ ୩୦ରୁ ୪୦ ମାଓବାଦୀ ବିସ୍ଫୋରଣ ଘଟାଇଛନ୍ତି। ଏହି ବିସ୍ଫୋରଣରେ ପଞ୍ଚାୟତ ଅଫିସ ନଷ୍ଟ ହୋଇଯାଇଥିବା ବେଳେ ଏଥିରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି।
The post ମାଲକାନଗିରିରେ ମାଓବାଦୀଙ୍କ ଲଙ୍କାକାଣ୍ଡ appeared first on dharitri.
from dharitri http://bit.ly/30rLEwF

No comments: